ଅଧିକ ଯୌତୁକ ଦାବି କରି ନିର୍ଯ୍ୟାତନା , ଥାନାରେ ଏତାଲା ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୧ ମାସ ପରେ ଅଧିକ ଯୌତୁକ ଦାବି କରି ଶାଶୁ ଓ ଦିଅର ମିଶି ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ, ହିଞ୍ଜିଳି ଥାନା ପଥରପୁଞ୍ଜି ଗ୍ରାମର...