ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି। ଘଟଣାରୁ ପ୍ରକାଶ ଯେ,…