ପ୍ରଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପରଲୋକ: ଖେଲିଗଲା ଶୋକର ଛାୟା
ନୂଆଦିଲ୍ଲୀ,୨।୧୧: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପ୍ରଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବ୍ରେନ ଷ୍ଟ୍ରୋକ ପରେ ଦିଲ୍ଲୀ ଏମ୍ସରେ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କୁ ମୃତ୍ୟୁ…

