ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ହରିବାବୁଙ୍କୁ ନିଯୁକ୍ତି ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ...