ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଥିଲେ ନୂତନ ଭାରତ ନିର୍ମାଣର ଦୂର ଦୃଷ୍ଟିଦାତା ଦାରିଙ୍ଗବାଡ଼ି,୫ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଭାରତ ବର୍ଷର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରବୀଣ ରାଜନେତା ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଶତବାର୍ଷିକୀ ଅବସରରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ...