ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି ଭୋଟରଙ୍କ ମଧ୍ୟରୁ ୪୭ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍ ପଡ଼ିଛନ୍ତି। ପ୍ରତି ୩ ଜଣ…