ଗାଁ ଦାଣ୍ଡରେ ସମିତିସଭ୍ୟଙ୍କ ବେକରେ ଗାମୁଛା ପକାଇ ଘୋଷାଡ଼ି ଘୋଷାଡ଼ି ନେଲେ ମହିଳା
ପୁରୁଷୋତ୍ତମପୁର,୨୦ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ଭୀମପୁର ପଞ୍ଚାୟତରେ ଜନଆକ୍ରୋଶ ଉଗ୍ରରୂପ ନେଇଛି। ଉତ୍ତ୍ୟକ୍ତ ମହିଳାମାନେ ଗାଁଦାଣ୍ଡରେ ସମିତିସଭ୍ୟଙ୍କ ବେକରେ ଗାମୁଛା ପକାଇ ଘୋଷାଡ଼ି ଘୋଷାଡ଼ି ନେଉଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଅଭାବନୀୟ…

