ଦାରିଙ୍ଗବାଡ଼ି,୧୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତର ମୁଖ୍ୟ ବଜାରରେ ଡ୍ରେନ୍ ଜାମ୍ ହୋଇ ବର୍ଷାଜଳ ନିଷ୍କାସନ ହୋଇପାରୁନି। ଫଳରେ ବର୍ଷାଜଳ ମୁଖ୍ୟ ପିଚୁ…