କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍ ପ୍ଲାନ କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏହି ସମସ୍ୟାର ସାମାଧାନ ପାଇଁ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ...