ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। କିଛି ଦିନର ନାଟକୀୟତା ପରେ, ପାକିସ୍ତାନ କହିଛି ଯେ…