Tag Archives: Draupadi Murmu

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା ମୂଳଦୁଆ ଅଟେ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତବ୍ୟକ୍ତ କରିଛନ୍ତି । କଟକ…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି । କାର୍ଯ୍ୟକ୍ରମ ଅନୁସାରେ, ଭୁବନେଶ୍ବର ବିମାନ…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ ସେ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି…

ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ପିଣ୍ଡଦାନ ପରେ…

ଯାଜପୁର,୩।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ପ୍ରଶାସନିକ ପଡ଼ିଆଠାରେ ଅବତରଣ କରି ସେଠାରୁ ସିଧା ମା’ ବିରଜାଙ୍କ ଦର୍ଶନ…

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର…

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍‌ଗୁଡ଼ିକୁ ଅନୁମୋଦନ ନ ଦେବାର ନିଷ୍ପତ୍ତିକୁ…

ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ…

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର…

ସାନ୍ତାଳି ଭାଷାଭାଷୀ ଲୋକମାନେ ନିଜ ଭାଷାକୁ ଲୋକପ୍ରିୟ କରିବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା,୨୦।୧୧: ସାନ୍ତାଳି ଭାଷାଭାଷି ଲୋକମାନେ ପ୍ରଥମେ ନିଜ ଭାଷାକୁ ଭଲ ପାଆନ୍ତୁ ଏବଂ ଏହାକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରନ୍ତୁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତିନିଦିନିଆ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ଆଜି ମୁର୍ମୁ ବାରିପଦାରେ ଅଖିଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?