Tag Archives: driver

ବାହୁବଳୀ ସହ ମୁହାଁମୁହିଁ ଧକ୍କା ହେଲା ହାଇଓ୍ବା, ଚାପି ହୋଇଗଲେ ଚାଳକ

ଦାରିଙ୍ଗବାଡ଼ି,୨୧ା୯(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସୀମାବର୍ତ୍ତୀ ଗାଜଲବାଡ଼ି ଘାଟି ନିକଟରେ ଘରୋଇ ବସ୍‌ ବାହୁବଳୀ ସହ ଅନ୍ୟ ଏକ ହାଇଓ୍ବା ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ହାଇଓ୍ବା ଚାଳକ ଚାପି ହୋଇ ରହିଯାଇଛନ୍ତି। ପ୍ରାୟ ୧ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ…

ଗୋଟିଏ ମହଲା ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଆଉ ତା’ ପରେ..

ପୁରୀ,୨୪ା୮(ଅଜିତ କୁମାର ମହାନ୍ତି): ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍‌ ପାର୍କିଂରୁ ତଳକୁ ଖସିପଡ଼ିଛି ଏକ ବୋଲେରୋ। ଭାରସାମ୍ୟ ହରାଇ ଓଡି ୦୧ ଏସି ୪୫୧୬ ନମ୍ବର ବିଶିଷ୍ଟ ବୋଲେରୋଟି ଗୋଟିଏ ମହଲାରୁ ତଳକୁ ଖସିପଡ଼ିଛି। ଫଳରେ ଡ୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ…

ଡ୍ରାଇଭରଙ୍କ ଦାବି ମାନିନେବେ ସରକାର, ପ୍ରତିଶ୍ରୁତି ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୦ା୭: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପ୍ରସଙ୍ଗରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗୁରୁବାର ରାତି ସୁଦ୍ଧା ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ। ଡ୍ରାଇଭରମାନଙ୍କ ପ୍ରାୟ ଦାବି…

ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର; ସାରା ଦେଶରେ ପ୍ରଥମ

ଭୁବନେଶ୍ୱର,୧୦ା୭: ଓଡ଼ିଶାର ଚାଳକଙ୍କ ପାଇଁ ବିଦେଶ ନିଯୁକ୍ତିର ସଫଳତା। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କୁ ସମେତ ଓଡିଶାର ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଖାରବେଳ ଭବନରେ ଆୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri