ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ! କୁଚିଣ୍ଡା, ୬ା୧୦(ରାଧାମୋହନ ଷଡ଼ଙ୍ଗୀ): ଏକ ଦୁଃଖଦ ଦୁର୍ଘଟଣାରେ ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା...