ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା ଦେଇ କହିଛନ୍ତି ଯେ,…