ଗଡ଼ୁନି ଗାଡ଼ି, ବଢ଼ୁଛି ଦୁର୍ଦ୍ଦଶା ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ତିନିଦିନ ଧରି ୬ଦଫା ଦାବିରେ ଡ୍ରାଇଭର ମହାସଂଘ ଆନ୍ଦୋଳନ ଚଳାଇଛି। ମହାସଂଘର ପ୍ରାୟ ୫ଲକ୍ଷ ସଦସ୍ୟ ଗାଡ଼ି ଷ୍ଟିଅରିଂ ଛାଡ଼ିବା ଯୋଗୁ ଯାତାୟାତ ଓ ପରିବହନ କ୍ଷେତ୍ରରେ ସଙ୍କଟ ସୃଷ୍ଟି ହୋଇଛି। ପେଟ୍ରୋଲ ସଙ୍କଟ ଅନୁଭବ କରି...