ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ। ଟ୍ରାଫିକ ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ଏବଂ ଗାଡ଼ିର ଆର୍ସିରୁ ପଏଣ୍ଟ କଟାଯିବ।…