ପାକିସ୍ତାନୀ ସେନାର ଅତ୍ୟାଚାର: ପ୍ରଦର୍ଶନକାରୀଙ୍କ ଉପରକୁ ଡ୍ରୋନରୁ ଗୁଳିଚାଳନା, ୩ ମୃତ
ଇସଲାମାବାଦ,୫।୧୧: ପାକିସ୍ତାନ ଅଧିକୃତ କଶ୍ମୀରରେ, ପାକିସ୍ତାନୀ ସେନା ସ୍ଥାନୀୟ ଜନସାଧାରଣଙ୍କ ଉପରେ କ୍ରମାଗତ ଭାବେ ଅତ୍ୟାଚାର ଚଳାଇଛି। ଗୁରୁବାର ସକାଳ ୫ଟା ସମୟରେ, ଡ୍ରୋନଗୁଡ଼ିକ ହଠାତ ଲୋକଙ୍କ ଘର ଉପରକୁ ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ଅନେକ ବ୍ୟକ୍ତି ଆହତ ହୋଇଥିବା…

