ପଡ଼ିଆ ମଝିରେ ଏମିତି କାମ କଲେ ରିଷଭ ପନ୍ତ: ଚିତ୍କାର କଲେ ଗିଲ୍, ଦେଖନ୍ତୁ VIDEO
ୱେଲିଂଟନ,୧୯।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦିନର ତୃତୀୟ ସେସନ୍ରେ ପ୍ରସିଦ୍ଧ କ୍ରିଷ୍ଣାଙ୍କ ବୋଲିଂରେ ହେନରୀ ନିକୋଲସଙ୍କ ଏକ ସହଜ କ୍ୟାଚ ହାତଛଡ଼ା ହୋଇଥିଲା।…

