NEET ପେପର ଲିକ୍କୁ ନେଇ ରାଷ୍ଟ୍ରପତି କହିଲେ…
ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ନିଟ୍ ପେପର ଲିକ୍କୁ ନେଇ ମଧ୍ୟ ତାଙ୍କ ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି...
ପ୍ରଧାନମନ୍ତ୍ରୀଙ୍କୁ ମିଠାଦହି ଖୁଆଇ ସରକାର ଗଠନ କରିବାକୁ ନିମନ୍ତ୍ରଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,୭।୬: ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର ସଂସଦୀୟ ଦଳ ବୈଠକ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସରକାର ଗଠନ କରିବାକୁ ଦାବି ଉପସ୍ଥାପନା କରିଛନ୍ତି। ତେବେ ରାଷ୍ଟ୍ରପତି ଭାବନାରେ ଏହି ଅବସର ଅତ୍ୟନ୍ତ ହୃଦୟସ୍ପର୍ଶୀ...
ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ
ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ...
ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ଭୁବନେଶ୍ୱର/ନୂଆଦିଲ୍ଲୀ,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ଭେଟେରାନ ନେତା ଦାମୋଦର ରାଉତଙ୍କ...
ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ ଜିଲା ମୟୂରଭଞ୍ଜରେ ପହଞ୍ଚିଥିଲେ। ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ...
Video: ନୂତନ ସଂସଦ ଭବନରେ ପୁରାଣର ରାଣୀ ପରି ହେଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱାଗତ
ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂତନ ସଂସଦ ଭାବନାରେ ବୁଧବାର ତାଙ୍କର ପ୍ରଥମ ଅଭିଭାଷଣ ରଖିଛନ୍ତି। ପାରମ୍ପାରିକ ଘୋଡ଼ା ଗାଡ଼ିରେ ବଜେଟ୍ ଅଧିବେଶନ ପାଇଁ ରାଷ୍ଟ୍ରପତି ମୁର୍ମୁ ନୂତନ ସଂସଦ ଭବନରେ ପହଞ୍ଚିଥିଲେ। ଏହାପରେ ସଂସଦରେ ପ୍ରବେଶ କରିବା ସମୟରେ...
ପାରାଦୀପ ଆସିବେ ରାଷ୍ଟ୍ରପତି
ପାରାଦୀପ,୧୦।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୭ରେ ପାରାଦୀପ ଗସ୍ତରେ ଆସିବେ। ଏ ନେଇ ସରକାରୀ ଭାବେ ରାଷ୍ଟ୍ରପତି ଭବନର ସଚିବ ସମ୍ପଦ ମେହେଟ୍ଟା ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଯୋଗେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ...
ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,୯।୧୧: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା...
Archives


