Tag Archives: drowned

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ...

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ...

୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା

ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମରେ। ଘଟଣାରୁ ପ୍ରକାଶ ଯେ, କାହ୍ନୁଗୁଡ଼ା ଗ୍ରାମର...

ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ପୂର୍ବତନ ନଗରପାଳଙ୍କ ପୁଅ

ଜୁନାଗଡ଼,୨୧ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ତାଲବନ୍ଦପଡ଼ାରୁ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାମ କୋଟିଚନ୍ଦ୍ର ମହାଳିକ (୪୨) ବୋଲି...

ବୁଲିବାକୁ ଆସି ଜଳପ୍ରପାତରେ ବୁଡ଼ିଗଲେ ୨ ନାବାଳକ: ଜଣେ ମୃତ, ଜଣଙ୍କର ପତ୍ତା ମିଳୁନି

କୋଟପାଡ଼,୧୬ା୬(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଛୋତର୍ଲା ପଞ୍ଚୟତ ନିକଟସ୍ଥ ଗୁଲମୀ ଜଳପ୍ରପାତରେ ଜଣେ ନାବାଳକ ବୁଡ଼ି ଯାଇ ପ୍ରାଣ ହରାଇଥିବାବେଳେ ଆଉ ଜଣେ ନିଖୋଜ ଅଛନ୍ତି। ମୃତ ନାବାଳକ ଜଣକ ହେଲେ ଆଲୋକ ରାଜ ସୁନା(୧୫)। କୋଟପାଡ଼ ଗୁଲମୀ ଜଳପ୍ରପାତଙ୍କୁ...

ରେଙ୍ଗାଲି ଜଳଭଣ୍ଡାରରେ ବୁଡ଼ି ଦୁଇ ପୁଅଙ୍କ ସହ ଚାଲିଗଲା ମା’ଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ବାପା

ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ଜଳ ଭଣ୍ଡାରରେ ଅଘଟଣ। ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ଝଟ୍‌କା ପବନ ହେବାରୁ ଦେଶୀ ଡଙ୍ଗା ଓଲଟି...

ଗାଧୋଇବାବେଳେ ପାଣିରେ ବୁଡ଼ି ଚାଲିଗଲା କିରାଣିଙ୍କ ଜୀବନ

ବାଲିଗୁଡ଼ା,୨୦ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିସ୍ଥିତ ଭୋଇ ସାହିର ଶିବ ପ୍ରସାଦ ଭୋଇ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଶିବ ଟିକାବାଲି ବ୍ଲକ ଅଧିନସ୍ଥ ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର,୧୬ା୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି। ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର ପୂର୍ବାହ୍ନରେ ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବା ପାଇଁ...

ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି।...

କେନାଲକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୯ା୮(କାର୍ତ୍ତିକ ସାହୁ): କଟକ ଜିଲା ଜଗତପୁର-ମଧୁପୁର ବ୍ରିଜ୍‌ ଉପରୁ ସୋମବାର ଜଣେ ଯୁବକ କେନାଲକୁ ଡେଇଁ ପଡ଼ିଛନ୍ତି। ନିଖୋଜ ଯୁବକ ଜଣକ ବିହାରର ବିଟ୍ସ କୁମାର ଯାଦବ(୧୯) ବୋଲି ଜଣାପଡ଼ିଛି। ତେବେ ସେ କାହିଁକି ଡେଇଁଲେ ବର୍ତ୍ତମାନ ସୁଦ୍ଧା କାରଣ...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri