ବାହାଘର ଭୋଜି ଖାଇବାକୁ ଯାଇ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଗଲା ନୟାଗଡ଼,୨୭ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ନୂଆଗାଁ ଥାନା ଖାଲମଡା ଗାଁର ରିତେଶ ପ୍ରଧାନ(୧୧), ଲ୍ଲା ଥାନା ଗୋଡିବିଡା ଗାଁର ଉମାକାନ୍ତ ନାୟକ(୧୦),...