ସାଲେପୁର/ନିଶ୍ଚିନ୍ତକୋଇଲି,୧୩ା୮(ଅରବିନ୍ଦ ଭୂୟାଁ/ଅଶୋକ ମହାପାତ୍ର): କେନାଲରେ ଗାଧୋଉ ଥିବାବେଳେ ଜଣେ ନବମ ଶ୍ରେଣୀ ଛାତ୍ରୀ ପାଣିରେ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…