drowned youngman

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ

ତିହିଡ଼ି,୪ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହକୁ ଏକ ପୋଖରୀରୁ ଗୁରୁବାର ରାତିରେ ଉଦ୍ଧାର କରାଯାଇଛି।…

8 months ago