Tag Archives: drowned

ଘରୁ ଟାଙ୍ଗିଆ ଧରି ବାହାରି ଯାଇଥିଲେ କିକିରା, ନାଳରୁ ମିଳିଲା ମୃତଦେହ

ତୁମୁଡ଼ିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଭଣ୍ଡାରଙ୍ଗୀ ପଞ୍ଚାୟତ ଅନ୍ତର୍ଗତ ବାରାବଣ ଗ୍ରାମର ଗୁଦୁଗୁଦା ନାଳର ବାଦୀମୁଣ୍ଡା ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ବୁଧବାର ପୂର୍ବାହ୍ନରେ ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାସ୍କାଗୁଡ଼ା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ଘାଇରେ। ସୂଚନା ମୁତାବକ, ମୁନିସିଂ ଗାଁର ନୀଳକଣ୍ଠ ନାୟକ ନାମକ ଜଣେ…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି ଘଟଣାଟି ଦିଭେଗାର୍‌ (Diveagar) ସମୁଦ୍ରକୂଳରେ ଘଟିଛି। ରିପୋର୍ଟ ଅନୁଯାୟୀ, ପୁଣେ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ ତିନି ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ରୁ କିଛି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ (୫୫) । ଖବର ପାଇ ଭଟଲି…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ବୁଡ଼ିଯାଇଥିଲେ। ସେଠାରେ ଥିବା ସାଙ୍ଗମାନେ…

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ ସେ…

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ ବୟସ(୫୬)।…

୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା

ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମରେ। ଘଟଣାରୁ ପ୍ରକାଶ ଯେ, କାହ୍ନୁଗୁଡ଼ା ଗ୍ରାମର କମ୍ବୁ…

ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ପୂର୍ବତନ ନଗରପାଳଙ୍କ ପୁଅ

ଜୁନାଗଡ଼,୨୧ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ତାଲବନ୍ଦପଡ଼ାରୁ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାମ କୋଟିଚନ୍ଦ୍ର ମହାଳିକ (୪୨) ବୋଲି ଜଣାପଡ଼ିଛି।…

ବୁଲିବାକୁ ଆସି ଜଳପ୍ରପାତରେ ବୁଡ଼ିଗଲେ ୨ ନାବାଳକ: ଜଣେ ମୃତ, ଜଣଙ୍କର ପତ୍ତା ମିଳୁନି

କୋଟପାଡ଼,୧୬ା୬(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଛୋତର୍ଲା ପଞ୍ଚୟତ ନିକଟସ୍ଥ ଗୁଲମୀ ଜଳପ୍ରପାତରେ ଜଣେ ନାବାଳକ ବୁଡ଼ି ଯାଇ ପ୍ରାଣ ହରାଇଥିବାବେଳେ ଆଉ ଜଣେ ନିଖୋଜ ଅଛନ୍ତି। ମୃତ ନାବାଳକ ଜଣକ ହେଲେ ଆଲୋକ ରାଜ ସୁନା(୧୫)। କୋଟପାଡ଼ ଗୁଲମୀ ଜଳପ୍ରପାତଙ୍କୁ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?