ରେଙ୍ଗାଲି ଜଳଭଣ୍ଡାରରେ ବୁଡ଼ି ଦୁଇ ପୁଅଙ୍କ ସହ ଚାଲିଗଲା ମା’ଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ବାପା
ଦେବଗଡ଼,୨୩ା୫(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ଜଳ ଭଣ୍ଡାରରେ ଅଘଟଣ। ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ମାଛ ମାରିବାକୁ ଯାଇଥିବା ବେଳେ ହଠାତ ଝଟ୍କା ପବନ ହେବାରୁ ଦେଶୀ ଡଙ୍ଗା ଓଲଟି ପଡ଼ିଥିଲା।…
ଗାଧୋଇବାବେଳେ ପାଣିରେ ବୁଡ଼ି ଚାଲିଗଲା କିରାଣିଙ୍କ ଜୀବନ
ବାଲିଗୁଡ଼ା,୨୦ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିସ୍ଥିତ ଭୋଇ ସାହିର ଶିବ ପ୍ରସାଦ ଭୋଇ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଶିବ ଟିକାବାଲି ବ୍ଲକ ଅଧିନସ୍ଥ ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ କିରାଣି…
ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ୨ ନାବାଳକଙ୍କ ଜୀବନ ଗଲା
ବାସୁଦେବପୁର,୧୬ା୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି। ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର ପୂର୍ବାହ୍ନରେ ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବା ପାଇଁ ଯାଇ…
ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି। ମୃତକ…
କେନାଲକୁ ଡେଇଁ ପଡ଼ିଲେ ଯୁବକ
କଟକ,୧୯ା୮(କାର୍ତ୍ତିକ ସାହୁ): କଟକ ଜିଲା ଜଗତପୁର-ମଧୁପୁର ବ୍ରିଜ୍ ଉପରୁ ସୋମବାର ଜଣେ ଯୁବକ କେନାଲକୁ ଡେଇଁ ପଡ଼ିଛନ୍ତି। ନିଖୋଜ ଯୁବକ ଜଣକ ବିହାରର ବିଟ୍ସ କୁମାର ଯାଦବ(୧୯) ବୋଲି ଜଣାପଡ଼ିଛି। ତେବେ ସେ କାହିଁକି ଡେଇଁଲେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ…
ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା
ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ ମା’ଙ୍କ…
ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ଜୀବନ ଗଲା
ନୟାଗଡ଼,୩୦ା୧୦(ଲୋକନାଥ ମିଶ୍ର): ପୋଖରୀରେ ବୁଡ଼ି ଦୁଇ ନାବାଳକ ଭାଇଙ୍କ ଜୀବନ ଯାଇଛି। ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ପଞ୍ଚାୟତ ଅଭିମାନପୁର ପୋଖରୀରେ ବୁଡ଼ି ସୋମବାର ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ନାବାଳକ ଦାଦା ପୁଅ ଓ…

