ନିଶାମୁକ୍ତ ଭାରତ ଗଠନ ଲକ୍ଷ୍ୟରେ ଗଣଦୌଡ଼ ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ଜାତୀୟ ସ୍ତରରେ ଗତ ୧୭ ସେପ୍ଟେମ୍ବରଠାରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ସେବା ପକ୍ଷର ଅଂଶରୂପ ରବିବାର ବରଗଡ଼ ଜିଲା ପ୍ରଶାସନ ତଥା କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ନମୋ ଯୁବ ରନ୍: ଗଣ ଦୌଡ଼ ଆୟୋଜିତ...