କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ। ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra...