IPL 2025 ମଝିରେ ୩୩,୫୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକଙ୍କୁ ଭେଟିଲେ ପାଣ୍ଡ୍ୟା-ରୋହିତ ଦୁବାଇ,୧୦।୪: ମୁମ୍ବାଇ ଇଣ୍ଡିଆନ୍ସ ପାଇଁ IPL 2025 ସିଜିନ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଖେଳାଯାଇଥିବା ୫ଟି ମ୍ୟାଚ ମଧ୍ୟରୁ ୪ରେ ପରାସ୍ତ ହୋଇଛି ଏବଂ ପଏଣ୍ଟ ଟେବୁଲରେ ଅଷ୍ଟମ ସ୍ଥାନରେ ଅଛି। IPL ମଝିରେ ରୋହିତ ଶର୍ମା, ସୂର୍ଯ୍ୟକୁମାର ଯାଦବ…