ମଧ୍ୟପ୍ରାଚ୍ୟ ସଂଘର୍ଷ: ଦୁବାଇ ବିମାନବନ୍ଦର ନିକଟରେ ଡ୍ରୋନ୍ ଆଟାକ୍, ଜଣେ ଭାରତୀୟଙ୍କ ସମେତ ଚାରି ଆହତ ନୂଆଦିଲ୍ଲୀ,୧୧।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଦୁବାଇରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଇରାନ ଆଜି ଦୁବାଇ ବିମାନବନ୍ଦର ନିକଟରେ ଆଉ ଏକ ଡ୍ରୋନ୍ ହମଲା କରିଛି । ଯଦିଓ ଡ୍ରୋନ୍ ଆକ୍ରମଣକୁ ପଣ୍ଡ କରାଯାଇଛି, ତଥାପି ଜଣେ…