ସରିଲା ଦୁଲଦୁଲି: ୫ ଦିନରେ ୨.୭୮ କୋଟି କାରବାର ଝାରସୁଗୁଡା, ୯ା୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାର ପାରମ୍ପରିକ ଲୋକକଳା ଓ ସଂସ୍କୃତିର ମହାକୁମ୍ଭ ’ଦୁଲଦୁଲି-୨୦୨୬’ ଚଳିତ ବର୍ଷ ବାଣିଜି୍ୟକ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଝାରସୁଗୁଡ଼ା ଜିଲା ପ୍ରଶାସନ ଏବଂ ଓର୍ମାସର ମିଳିତ ଆନୁକୁଲ୍ୟରେ ଆୟୋଜିତ ଦୁଲଦୁଲି-୨୦୨୬…