Duleep Trophy match

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ।…

2 hours ago