କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୀରଟର ଲୋହିୟାନଗର ଅଞ୍ଚଳରେ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ...