ଭୁବନେଶ୍ୱର, ୩।୮ (ତପନ ସ୍ବାଇଁ): ଆସାମର କୋକ୍ରାଝରରେ ଚାଲିଥିବା ଡୁରାଣ୍ଡ କପ୍ ଫୁଟବଲ ଟୁର୍ନାମେଣ୍ଟରେ ଓଡ଼ିଶା ଏଫ୍ସି ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶନିବାର ଅନୁଷ୍ଠିତ…