ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା, ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଲେ…
କୋଲକାତାର,୧୮ା୧୦: କୋଲକାତା ଦଳାଚକଟା ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨୫ ଲକ୍ଷର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ବଡ଼ ସହାୟତା ଘୋଷଣା ସହ ମୁଖ୍ୟମନ୍ତ୍ରୀ ପରିବାରର ଜଣଙ୍କୁ ଗ୍ରୁପ୍ ଡି’…

