ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର
ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’ ଦୁର୍ଗାପୂଜା ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆସନ୍ତା ଅକ୍ଟୋବର ୧୮ରେ…
ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ…
ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର…
ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ, ପୋଲିସ କମିଶନର କହିଲେ ଯଦି ବାଜେ…
କଟକ,୧ା୯: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା ବେଳେ…
ମଣ୍ଡପରେ ମହାସପ୍ତମୀ, ପୀଠରେ ମା’ଙ୍କ ମହାଷ୍ଟମୀ ପୂଜା
ଭୁବନେଶ୍ୱର,୨୧।୧୦: ଦଶହରାକୁ ନେଇ ସବୁଠି ଚଳଚଞ୍ଚଳ। ସବୁ ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା ଚାଲିଛି। ଚଳିତ ବର୍ଷ ଦ୍ୱୈତନଗରୀର ଧୁମଧାମରେ ମା’ଙ୍କ ପାଳନ କରାଯାଉଛି । ଘରେ ଘରେ ମା’ଙ୍କ ପୂଜା ପାଇଁ ସମସ୍ତେ ନୂଆ ବସ୍ତ୍ର ପରିଧାନ କରୁଛନ୍ତି। ପିଠାପଣାରେ…

