ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଲୋକସେବା…