ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି । ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡ ବସିଥିବା ଦେଖିବାକୁ ମିଳିଥିଲା।…