ବାଂଲାଦେଶରେ ୫.୨ ତୀବ୍ରତାର ଭୂକମ୍ପ; କୋଲକାତାରେ ମୃଦୁ ଝଟକା ଅନୁଭୂତ କୋଲକାତା,୨୧।୧୧: ଶୁକ୍ରବାର ସକାଳୁ ସକାଳୁ ବାଂଲାଦେଶର ଘୋରାଶାଲ ନିକଟରେ ୫.୨ ତୀବ୍ରତା ବିଶିଷ୍ଟ ଭୂକମ୍ପ ଅନୁଭୂତ ହେବା ପରେ ପଶ୍ଚିମବଙ୍ଗର କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ମୃଦୁ ଝଟକା ଅନୁଭୂତ ହୋଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ,...