ଓଡ଼ିଶାରେ ଭୂକମ୍ପର ଝଟ୍କା, ତୀବ୍ରତା ରହିଛି…
ଭୁବନେଶ୍ୱର,୨୫ା୨: ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୧ ରହିଛି।...


