ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…