ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହୋଇଥିବା ବେଳେ ଆଜି ସକାଳୁ ପୁଣିଥରେ ଭୂକମ୍ପ ଦେଖାଯାଇଛି ।…