Tag Archives: earthquake

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍‌ ଜିଓସାଇନ୍ସେସ (GFZ) ଅନୁସାରେ, ଭୂକମ୍ପଟିର ଗଭୀରତା ପ୍ରାୟ ୩୭୬ କିଲୋମିଟର…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଏହି ଭୂମିକମ୍ପ ରିକ୍ଟର ସ୍କେଲରେ 5.0 ଥିବା…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା। ବୁଧବାର ରାତିରେ (ପଶ୍ଚିମ ଇଣ୍ଡୋନେସିଆ ସମୟ) ପୂର୍ବ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଦ୍ୱୀପର ଉତ୍ତର ଉପକୂଳରେ…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ ଅନୁଭବ ହୋଇଥିବା ସୂଚନା ମିଳିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ,…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୪୮ରେ ଆଓମୋରିର ପ୍ରଶାନ୍ତ…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ସୁନାମି ସତର୍କତା ଜାରି କରାଯାଇଥିଲା କିନ୍ତୁ ପରେ ଏହାକୁ ପ୍ରତ୍ୟାହାର କରିନିଆଯାଇଥିଲା। ଭୂମିକମ୍ପ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ ହଠାf ଲାଲ ରଙ୍ଗ ହୋଇଗଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…

ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ ଏବଂ ଏଥିରେ କୌଣସି ମୃତାହତ କିମ୍ବା ବଡ଼ କ୍ଷୟକ୍ଷତିର ରିପୋର୍ଟ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌ ସିସ୍ମୋଲୋଜି ପକ୍ଷରୁ କୁହାଯାଇଛି। ରାତି ୭ଟା ୪ ମିନିଟ୍‌ ସମୟରେ ଭୂକମ୍ପ ଅନୁଭୂତ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (EMSC) ଅନୁଯାୟୀ, ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ 5.4 ମାପିଥିଲା। ଭୂମିକମ୍ପର…

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୭ ଥିଲା। ଏହା ମିଣ୍ଡାନାଓ ଦ୍ୱୀପରେ ଆଘାତ କରିଥିଲା, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?