ସକାଳୁ ସକାଳୁ ଭୟଙ୍କର ଭୂମିକମ୍ପ: ଭୟରେ ଦୌଡିଲେ ଲୋକେ
ଦୁବାଇ,୨୫।୨: ସକାଳୁ ସକାଳୁ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ଉତ୍ତର ସୁଲାୱେସି ପ୍ରଦେଶର ଉପକୂଳରେ ୬.୧ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଅନୁଭବ କରିବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂମିକମ୍ପରେ ହୋଇଥିବା...
ହଠାତ୍ ଥରିଲା ଘରର ଝରକା-କବାଟ, ଆଉ ତା’ ପରେ…
ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସିମୁଳିଆ, ଔପଦା, ସୋର, ଖଇରା, ବାହାନଗା, ରେମୁଣା, ନୀଳଗିରି ସମେତ ବାଲେଶ୍ୱର ସହରର କିଛି ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରୁ...
ରାଜଧାନୀରେ ଭୂକମ୍ପ, ରିକ୍ଟର ସ୍କେଲ୍ରେ ତୀବ୍ରତା ରହିଛି…
ନୂଆଦିଲ୍ଲୀ,୧୭ା୨: ରାଜଧାନୀ ଦିଲ୍ଲୀର ଏନ୍ସିଆର୍ ସମତେ ଉତ୍ତର ଭାରତରେ ସୋମବାର ସକାଳ ୫.୩୬ ମିନିଟ୍ରେ ଶକ୍ତିଶାଳୀ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୦ ଥିଲା। ପ୍ରାରମ୍ଭିକ ସୂଚନା...
ଜାପାନରେ ୬.୯ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଆଶଙ୍କା
ନୂଆଦିଲ୍ଲୀ, ୧୩।୧: ସୋମବାର ଜାପାନର କ୍ୟୁଶୁ ଅଞ୍ଚଳରେ ୬.୯ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଖବରକୁ ସ୍ଥାନୀୟ ପାଣିପାଗ ନିଶ୍ଚିତ କରିଥିବା ରିପୋର୍ଟ କରିଛି ଆସୋସିଏଟ ପ୍ରେସ। ୟୁରୋପୀୟ ଭୂତତ୍ୱ ସଂସ୍ଥା ଅନୁଯାୟୀ ଏହାର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ...
କାଲିଫର୍ନିଆରେ ୭ ତୀବ୍ରତାର ବଡ଼ ଭୁମିକମ୍ପ: ପ୍ରଥମେ ସୁନାମି ଚେତାବନୀ ଜାରି ପୁଣି ନିଷ୍ପତ୍ତି ବଦଳାଇଲେ ସରକାର
ନୂଆଦିଲ୍ଲୀ,୬।୧୨: ଗୁରୁବାର ଆମେରିକାର ଉତ୍ତର କାଲିଫର୍ନିଆରେ ବଡ ଧରଣର ଭୂମିକମ୍ପ ହୋଇଛି। ଏହାପରେ ଅଧିକାରୀମାନେ ପ୍ରଥମେ ସୁନାମି ଚେତାବନୀ ଦେଇଥିଲେ କିନ୍ତୁ କିଛି ସମୟ ପରେ ଏହାକୁ ବାତିଲ କରିଥିଲେ। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ଓରେଗନ୍ ସୀମା ନିକଟ...
ସକାଳୁ ରାଜଧାନୀ ଭୁବନେଶ୍ୱରରେ ଭୂକମ୍ପ ଝଟ୍କା, ଥରିଲା ଏସବୁ ଅଞ୍ଚଳ
ଭୁବନେଶ୍ୱର,୩।୧୧: ରାଜଧାନୀରେ ଭୂମିକମ୍ପ। ରବିବାର ସକାଳେ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଖୁବ କମ ସମୟ ପାଇଁ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲେ ମଧ୍ୟ ଲୋକମାନଙ୍କୁ ସାମାନ୍ୟ ଝଟକା ଲାଗିଛି । ରାଜଧାନୀ ଭୁବନେଶ୍ବରରେ ସକାଳ ପ୍ରାୟ...
୨ ମିନିଟ୍ରେ ଦୁଇ ଶକ୍ତିଶାଳୀ ଭୂକମ୍ପ, ସୁନାମୀ ଆଲର୍ଟ ଜାରି
ଟୋକିଓ,୮ା୮: ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରହିଥିଲା। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶ୍ୟୁ ଦ୍ୱୀପ ଓ ଶିକୋକୁରେ ଏହି ଭୂକମ୍ପ ଅନୁଭୂତ ହୋଇଛି।...
ଭୟରେ ଥରିଲେ ଜାପାନ ବାସିନ୍ଦା
ନୂଆଦିଲ୍ଲୀ, ୩।୬: ଜାପାନରେ ସୋମବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରେକର୍ଡ କରାଯାଇଛି। ଜାପନର ମଧ୍ୟ ଅଞ୍ଚଳରେ ଏହି ଭୂକମ୍ପ ହୋଇଥିବା ଜାପାନ ପାଣିପାଗ ଏଜେନ୍ସି ସୂଚନା ଦେଇଛି। ଜାପାନର ପବ୍ଲିକ୍...
ଥରିଲା ମ୍ୟାନ୍ମାର, ରିକ୍ଟର ସ୍କେଲ୍ରେ ତୀବ୍ରତା ଥିଲା…
ମ୍ୟାନ୍ମାର,୨୯ା୫: ବୁଧବାର ମ୍ୟାନ୍ମାରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୫.୬ ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ମ୍ୟାନ୍ମାରରେ ଏହି...
ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା
ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ...
ଥରିଲା ଗ୍ରୀସ୍
ଏଥେନ୍ସ,୨୯ା୩: ଗ୍ରୀସ୍ର ଦକ୍ଷିଣ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬ ଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) ସ୍ଥାନୀୟ ସମୟ ଶୁକ୍ରବାର ସକାଳ ୯.୧୨ରେ ପ୍ରାଇଗୋସର ୫୬ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଏହି...
ପୁଣି ଥରିଲା ରାଜଧାନୀ
ନୂଆଦିଲ୍ଲୀ,୧୧ା୧: ଗୁରୁବାର ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଛି। ଦିଲ୍ଲୀ ଏନ୍ସିଆର୍ରେ ଏହି ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ହିନ୍ଦୁକୁଶ ଅଞ୍ଚଳରେ ଏହାର ତୀବ୍ରତା ୬.୧ ରହିଥିଲା। ଜମ୍ମୁ-କଶ୍ମୀରର ପୁଞ୍ଚ ଅଞ୍ଚଳରେ ବି ଭୂକମ୍ପ ଅନୁଭୂତ ହୋଇଛି। ପାକ୍-ଆଫଗାନିସ୍ତାନ ସୀମା...
Archives


