Tag Archives: earthquake

ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲେ ସାମରିକ ସରକାର: ଟ୍ରମ୍ପ କହିଲେ…

ନାପିଦାଉ/ବ୍ୟାଙ୍କକ୍‌,୨୯ା୩ମ୍ୟାନ୍‌ମାରରେ ଭୂକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଏବଂ ବିପନ୍ନଙ୍କୁ ଅତ୍ୟାବଶ୍ୟକ ରିଲିଫ୍‌ ସହାୟତା ଯୋଗାଇବା ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଆମ୍‌ନେଷ୍ଟି ଇଣ୍ଟରନ୍ୟାଶନାଲ ଏବଂ ହ୍ୟୁମାନ୍‌ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ପ୍ରଭାବିତ ଲୋକଙ୍କୁ ତୁରନ୍ତ ମାନବୀୟ ସହାୟତା ଯୋଗାଇଦେବା…

ଓଡ଼ିଶାର ୨ ଜିଲାରେ ଭୂକମ୍ପ ଅନୁଭୂତ: ଲୋକେ ଭୟଭୀତ

ଭୋଗରାଇ, ୨୮l୩ (ପ୍ରଦୀପ ଦାସ): ମ୍ୟାନମାରରେ ହୋଇଥିବା ୨ଟି ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ଓଡିଶା ସୀମାନ୍ତ ବାଲେଶ୍ୱର ଓ ମୟୁରଭଞ୍ଜ ଜିଲାରେ ମୃଦୁ କମ୍ପନ ଅନୁଭୂତ ହୋଇଛି। ମ୍ୟାନମାନରେ ଭୂକମ୍ପ ରିକ୍ଟର ସ୍କେଲରେ ଏହାର ୭.୭ ଓ ୭.୧ ବୋଲି ଭୂବିଜ୍ଞାନିମାନେ…

ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ ଥାଇଲ୍ୟାଣ୍ଡର…

ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ: ଭୟରେ ଲୋକେ ଦୌଡ଼ିଲେ

ଅକଲାଣ୍ଡ,୨୫।୩: ନ୍ୟୁଜିଲାଣ୍ଡର ରିଭରଟନ ଉପକୂଳରେ ମଙ୍ଗଳବାର ୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଏକ ପୋଷ୍ଟ ମାଧ୍ୟମରେ ଭୂମିକମ୍ପ ବିଷୟରେ ସୂଚନା ଶେୟାର କରିଛି। ରିଭରଟନର ପଶ୍ଚିମ-ଦକ୍ଷିଣପଶ୍ଚିମ (WSW) ୧୫୯ କିଲୋମିଟର ଦୂରରେ…

ତାଇୱାନରେ ଶକ୍ତିଶାଳୀ ଭୂମିକମ୍ପ: ଲୋକେ ଭୟଭୀତ

ତାଇପେଇ ସିଟି,୧୩।୩: ତାଇୱାନର ତାଇତୁଙ୍ଗ କାଉଣ୍ଟିର ସମୁଦ୍ରରେ ଏକ ଭୂମିକମ୍ପ ଭୟଙ୍କର ଭୂମିକମ୍ପ ଗୁରୁବାର ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୦ ଥିଲା। ଏହାର କେନ୍ଦ୍ରସ୍ଥଳ ସମୁଦ୍ର ପତ୍ତନ ତଳେ ୧୫ କିଲୋମିଟର ଗଭୀରତାରେ ଥିଲା।…

ସକାଳୁ ସକାଳୁ ଭୟଙ୍କର ଭୂମିକମ୍ପ: ଭୟରେ ଦୌଡିଲେ ଲୋକେ

ଦୁବାଇ,୨୫।୨: ସକାଳୁ ସକାଳୁ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ଉତ୍ତର ସୁଲାୱେସି ପ୍ରଦେଶର ଉପକୂଳରେ ୬.୧ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଅନୁଭବ କରିବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂମିକମ୍ପରେ ହୋଇଥିବା କ୍ଷୟକ୍ଷତି…

ହଠାତ୍‌ ଥରିଲା ଘରର ଝରକା-କବାଟ, ଆଉ ତା’ ପରେ…

ବାଲେଶ୍ୱର,୨୫ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସିମୁଳିଆ, ଔପଦା, ସୋର, ଖଇରା, ବାହାନଗା, ରେମୁଣା, ନୀଳଗିରି ସମେତ ବାଲେଶ୍ୱର ସହରର କିଛି ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୬ଟାରୁ ୬.୧୫…

ରାଜଧାନୀରେ ଭୂକମ୍ପ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ରହିଛି…

ନୂଆଦିଲ୍ଲୀ,୧୭ା୨: ରାଜଧାନୀ ଦିଲ୍ଲୀର ଏନ୍‌ସିଆର୍‌ ସମତେ ଉତ୍ତର ଭାରତରେ ସୋମବାର ସକାଳ ୫.୩୬ ମିନିଟ୍‌ରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୦ ଥିଲା। ପ୍ରାରମ୍ଭିକ ସୂଚନା ଅନୁଯାୟୀ,ଏହି…

ଜାପାନରେ ୬.୯ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ, ସୁନାମି ଆଶଙ୍କା

ନୂଆଦିଲ୍ଲୀ, ୧୩।୧: ସୋମବାର ଜାପାନର କ୍ୟୁଶୁ ଅଞ୍ଚଳରେ ୬.୯ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଖବରକୁ ସ୍ଥାନୀୟ ପାଣିପାଗ ନିଶ୍ଚିତ କରିଥିବା ରିପୋର୍ଟ କରିଛି ଆସୋସିଏଟ ପ୍ରେସ। ୟୁରୋପୀୟ ଭୂତତ୍ୱ ସଂସ୍ଥା ଅନୁଯାୟୀ ଏହାର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ ୩୭…

କାଲିଫର୍ନିଆରେ ୭ ତୀବ୍ରତାର ବଡ଼ ଭୁମିକମ୍ପ: ପ୍ରଥମେ ସୁନାମି ଚେତାବନୀ ଜାରି ପୁଣି ନିଷ୍ପତ୍ତି ବଦଳାଇଲେ ସରକାର

ନୂଆଦିଲ୍ଲୀ,୬।୧୨: ଗୁରୁବାର ଆମେରିକାର ଉତ୍ତର କାଲିଫର୍ନିଆରେ ବଡ ଧରଣର ଭୂମିକମ୍ପ ହୋଇଛି। ଏହାପରେ ଅଧିକାରୀମାନେ ପ୍ରଥମେ ସୁନାମି ଚେତାବନୀ ଦେଇଥିଲେ କିନ୍ତୁ କିଛି ସମୟ ପରେ ଏହାକୁ ବାତିଲ କରିଥିଲେ। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ଓରେଗନ୍ ସୀମା ନିକଟ ହମ୍ବୋଲ୍ଡ…

ସକାଳୁ ରାଜଧାନୀ ଭୁବନେଶ୍ୱରରେ ଭୂକମ୍ପ ଝଟ୍‌କା, ଥରିଲା ଏସବୁ ଅଞ୍ଚଳ

ଭୁବନେଶ୍ୱର,୩।୧୧: ରାଜଧାନୀରେ ଭୂମିକମ୍ପ। ରବିବାର ସକାଳେ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଖୁବ କମ ସମୟ ପାଇଁ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲେ ମଧ୍ୟ ଲୋକମାନଙ୍କୁ ସାମାନ୍ୟ ଝଟକା ଲାଗିଛି । ରାଜଧାନୀ ଭୁବନେଶ୍ବରରେ ସକାଳ ପ୍ରାୟ ୭ଟା…

୨ ମିନିଟ୍‌ରେ ଦୁଇ ଶକ୍ତିଶାଳୀ ଭୂକମ୍ପ, ସୁନାମୀ ଆଲର୍ଟ ଜାରି

ଟୋକିଓ,୮ା୮: ଜାପାନରେ ଦୁଇ ମିନିଟ୍‌ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରହିଥିଲା। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶ୍ୟୁ ଦ୍ୱୀପ ଓ ଶିକୋକୁରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?