Tag Archives: earthquake

ଦକ୍ଷିଣ ଫିଲିପାଇନ୍ସରେ ଭୂକମ୍ପ ଝଟକା

ମାନିଲା,୧୮।୧୧: ଦକ୍ଷିଣ ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ୬.୭ ରେକର୍ଡ କରାଯାଇଛି। ଆସୋସିଏଟେଡ ପ୍ରେସ୍‌ ରିପୋର୍ଟ ଅନୁଯାୟୀ ଭୂକମ୍ପ ଯୋଗୁଁ ମଲ୍‌ର ଛାତ ଭୁଶୁଡି ପଡିଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଫିଲିପାଇନ୍ସର…

ଫିଲିପାଇନ୍ସରରେ ଭୂକମ୍ପ ଝଟକା

ମାନିଲା,୧୭।୧୧: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟକା। ଜର୍ମାନ ଅନୁସନ୍ଧାନ କେନ୍ଦ୍ର ଫର ଜିଓ ସାଇନ୍ସ (ଜିଏଫ୍‌ଜି) ଅନୁଯାୟୀ, ମିଣ୍ଡାନାଓରେ ହୋଇଥିବା ଭୂକମ୍ପର ତୀବ୍ରତା ୬.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୧୦ କିଲୋମିଟର (୬.୨ମାଇଲ) ଗଭୀରରେ ଥିଲା।…

ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ, ରିଚ୍ଟର ସ୍କେଲରେ ତୀବ୍ରତା ୫.୨

ନୂଆଦିଲ୍ଲୀ, ୧୫।୧୧: ବୁଧବାର ସକାଳୁ ସକାଳୁ ପାକିସ୍ତାନରେ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ, କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ…

ଇଣ୍ଡୋନେସିଆରେ ଭୂକମ୍ପ ଝଟକା

ଜାକର୍ତ୍ତା,୬।୧୧: ଇଣ୍ଡୋନେସିଆର ବାନ୍ଦା ସାଗରରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର ତୀବ୍ରତା ୬.୯ ରହିଥିବା ଯୁକ୍ତରାଷ୍ଟ୍ରର ଭୂବୈଜ୍ଞାନିକ ସର୍ବେକ୍ଷଣ ରିପୋର୍ଟରେ କୁହାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଇଣ୍ଡୋନେସିଆ ସମୟ ପୂର୍ବାହ୍ନ ୧୦.୨୩ ସମୟରେ ଦେଶର…

ଶୋଇଥିବା ବେଳେ ହୋଇଥିଲା ଭୂକମ୍ପ, ବଢ଼ିଚାଲିଛି ମୃତକଙ୍କ ସଂଖ୍ୟା

କାଠମାଣ୍ଡୁ,୪ା୧୧: ଶୁକ୍ରବାର ରାତିରେ ନେପାଳରେ ହୋଇଥିବା ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ଭୂକମ୍ପ ୮ ବର୍ଷ ମଧ୍ୟରେ ସବୁଠାରୁ ଭୟଙ୍କର ଭୂକମ୍ପ ବୋଲି କୁହାଯାଉଛି। ଏହି ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୧୫୭ ଲୋକ ପ୍ରାଣ ହରାଇ ସାରିଲେଣି। ହଜାର ହଜାର…

ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶର କିଛି ସ୍ଥାନରେ ଭୂକମ୍ପ ଝଟକା। ବୁଧବାର ଦିନ ୧୨.୨୨ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଜମ୍ମୁ-କଶ୍ମୀରର ଡୋଡାରୁ ୫ କିଲୋମିଟର ଗଭୀରରେ…

ମ୍ୟାନ୍‌ମାରରେ ଭୂକମ୍ପ…

ନାଫିଦ୍ୱ,୨୮।୧୦: ମ୍ୟାନ୍‌ମାରରେ ଭୂକମ୍ପ ଝଟକା। ଶନିବାର ସକାଳ ୪.୫୩ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ୪.୫ ରେକର୍ଡ କରାଯାଇଛି। ନ୍ୟାଶନାଲ ସେସମିକ ମନିଟରିଂ ସେଣ୍ଟର (ଏନ୍‌ଏସ୍‌ଏମସି) ଅନୁଯାୟୀ, ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି ଘଟିବାର ଖବର ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?