ଯୁଦ୍ଧବିରତି ଘୋଷଣା କଲେ ପୁଟିନ୍, ଯୁଦ୍ଧ ମଧ୍ୟରେ ୟୁକ୍ରେନ୍କୁ… ମସ୍କୋ,୧୯।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧,୧୫୦ ଦିନ ବିତିଥିବାବେଳେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଶନିବାର ଇଷ୍ଟର ଅସ୍ତ୍ରବିରତି ଘୋଷଣା କରିଛନ୍ତି। ଅସ୍ତ୍ରବିରତି ଶନିବାର ସନ୍ଧ୍ୟାରୁ ଆରମ୍ଭ ହୋଇ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ। ରୁଷିଆ ଚିଫ୍ ଅଫ୍ ଷ୍ଟାଫ୍...