ପ୍ରତିଦିନ ଜଳଖିଆରେ ଅଣ୍ଡା ଖାଉଛନ୍ତି କି? ଜାଣନ୍ତୁ କ’ଣ କହୁଛନ୍ତି ଡାଏଟିସିଆନ୍ ନୂଆଦିଲ୍ଲୀ,୧୩।୧: ଅଣ୍ଡାକୁ ଏକ ସମ୍ପୂର୍ଣ୍ଣ ପୁଷ୍ଟିକର ଖାଦ୍ୟ ଭାବେ ଗଣାଯାଏ, କିନ୍ତୁ ଏଥିରେ ଥିବା କୋଲେଷ୍ଟ୍ରଲକୁ ନେଇ ଅନେକ ସମୟରେ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ରହିଥାଏ। ନିକଟରେ ଗୁରୁଗ୍ରାମ ସ୍ଥିତ ମାରେଙ୍ଗୋ ଏସିଆ ହସ୍ପିଟାଲର ମୁଖ୍ୟ ଡାଏଟିସିଆନ୍ ପରମିତ୍ କୌର...