ବାସ୍ତବ ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨% ଭୁବନେଶ୍ୱର,୧୬।୨(ଅନୁରାଧା ମହାରଣା): ବିଧାନସଭାରେ ୨୦୨୫-୨୬ ବର୍ଷ ନିମନ୍ତେ ସୋମବାର ବଜେଟ ଉପସ୍ଥାପନ କରାଯିବ। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଶନିବାର ଓଡ଼ିଶା ଅର୍ଥନୈତିକ ସର୍ଭେ-୨୦୨୪-୨୫ ରିପୋର୍ଟ ପ୍ରକାଶ ପାଇଛି। ୨୦୨୪-୨୫ରେ ମୋଟ ରାଜ୍ୟ…