ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ
ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ ପହଞ୍ଚିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପିତ କରିଥିବା ଭାରତର ଅର୍ଥନୈତିକ…
‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର
ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍ବେଗଜନକ’ ବୋଲି ଦର୍ଶାଯାଇଛି। ବିଶେଷ କରି ଶିଶୁ ଏବଂ କିଶୋରମାନଙ୍କ ମଧ୍ୟରେ ଦ୍ରୁତ ଗତିରେ ବଢୁଥିବା ଡିଜିଟାଲ୍…
Budget 2026: ‘ମୋଦି ଦେଶକୁ କପଟରେ ପରିପୂର୍ଣ୍ଣ ବାର୍ତ୍ତା ଦେଉଛନ୍ତି,’ ଅର୍ଥନୈତିକ ସର୍ଭେକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବର୍ଷିଲା କଂଗ୍ରେସ
ନୂଆଦିଲ୍ଲୀ,୨୯।୧: ଗୁରୁବାର କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଜେଟ ଅଧିବେଶନ ଉପରେ ମନ୍ତବ୍ୟକୁ ନେଇ ଆକ୍ରମଣ କରିଛି। ସେମାନେ କହିଛନ୍ତି ଯେ ପ୍ରତ୍ୟେକ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସେ ‘ଦେଶକୁ ତାଙ୍କର ସମାନ କପଟପୂର୍ଣ୍ଣ ବାର୍ତ୍ତା’ ଦିଅନ୍ତି। ଆଜିର…
Archives


