Economic Survey 2026: ବଜେଟ୍ ପୂର୍ବରୁ ଖୁସିଖବର, ଜିଡିପି ଅଭିବୃଦ୍ଧି… ନୂଆଦିଲ୍ଲୀ,୨୯।୧: କେନ୍ଦ୍ରୀୟ ବଜେଟ ପୂର୍ବରୁ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ଦଲିଲ୍ ସ୍ପଷ୍ଟ ଭାବରେ ସୂଚିତ କରୁଛି ଯେ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ସତ୍ତ୍ୱେ ଭାରତର ଅଭିବୃଦ୍ଧି…